ଆଶା କର୍ମୀ ଓ ଅଙ୍ଗନୱାଡି କର୍ମୀଙ୍କ ପାଇଁ ପ୍ରୋତ୍ସାହନ ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ ।

0 934

ଭୁବନେଶ୍ଵର,୨୦/୦୭(ପିପିଟି); ଘରକୁ ଘର ବୁଲି ଲୋକଙ୍କ ସ୍ବାସ୍ଥ୍ୟ ପର୍ଯ୍ୟବେକ୍ଷଣ କରୁଥିବା ଆଶାକର୍ମୀ ମାନେ ୨୦୨୦ ଜୁଲାଇ ମାସରୁ ଅକ୍ଟୋବର ମାସ ପର୍ଯ୍ୟନ୍ତ ସର୍ଭେ ଓ ସ୍ବତନ୍ତ୍ର ସର୍ଭେ ପାଇଁ ମାସକୁ ୧୦୦୦ ଟଙ୍କା ପ୍ରୋତ୍ସାହନ ରାଶି ପାଇବେ। ଅଙ୍ଗନୱାଡି  କର୍ମୀମାନେ ଏହି ସର୍ଭେ ସମୟ ମଧ୍ୟରେ ମାସକୁ ୧୦୦୦ ଟଙ୍କା ପ୍ରୋତ୍ସାହନ ରାଶି ପାଇବେ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି ।

Leave A Reply

Your email address will not be published.