ଓଡିଶାରେ ଆଉ ତିନି ଜଣ କରୋନା ଆକ୍ରାନ୍ତ ଚିହ୍ନଟ ।

0 39
ଭୁବନେଶ୍ବର,୦୩/୦୪- ଓଡ଼ିଶାରେ ଆଉ ୩ଜଣ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହି ୩ ଆକ୍ରାନ୍ତ ଭୁବନେଶ୍ୱରର ବମିଖାଲ ଅଞ୍ଚଳର ବୋଲି ଜଣାପଡ଼ିଛି । ଏହି ୩ ଜଣଙ୍କୁ ମିଶାଇଲେ ରାଜ୍ୟର ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୯ରେ ପହଞ୍ଚିଛି । ଆଜି ଗୋଟିଏ ଦିନରେ ରାଜ୍ୟରେ ମୋଟ ୪ ଟି ନୂଆ ମାମଲା ସାମ୍ନାକୁ ଆସିଛି। ଏହି ତଥ୍ୟ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟୁଇଟ୍ କରି ଜଣାଇଛି।  ରାଜ୍ୟର ମୋଟ ସଂକ୍ରମିତଙ୍କ ସଂଖ୍ୟା ୯ ହୋଇଥିବା ବେଳେ ତା’ମଧ୍ୟରୁ ୨ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି ।ReplyForward
Leave A Reply

Your email address will not be published.