ଓଡିଶାରେ ନୂତନ ସଂକ୍ରାମିତ ସଂଖ୍ୟା ୩୬୮୨ ।

0 1,190

ଭୁବନେଶ୍ଵର,ତା-୨୮/୦୮(ପିପିଟି); ଗଞ୍ଜାମରେ କରୋନା ପଜିଟିଭ ସଂଖ୍ୟା ୧୭,୨୮୭ ମଧ୍ୟରୁ ୧୫,୪୬୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୮୫ ଜଣଙ୍କ ମୃତ୍ୟୁ ଏବଂ ଅନ୍ଯ ମୃତ ୦୮ ହୋଇଛି । ଦ୍ୱିତୀୟ ସ୍ଥାନରେ ଖୋର୍ଦ୍ଧା ସଂଖ୍ୟା ୧୪,୭୦୦ ମଧ୍ୟରୁ ୮,୯୯୩ ଜଣ ସୁସ୍ଥ ,୫୯ ଜଣଙ୍କ ମୃତ୍ୟୁ ଏବଂ ଅନ୍ଯ ମୃତ ୧୦ ହୋଇଛି । ନୂତନ ଆକ୍ରାନ୍ତ ୩,୬୮୨ ସହ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୯୪,୬୬୮ ରେ ପହଞ୍ଚିଛି । ବର୍ତ୍ତମାନ ସୁଦ୍ଧା ୧୬,୧୨,୦୯୭ ଜଣଙ୍କ ଟେଷ୍ଟ ସରିଛି । ସେଥି ମଧ୍ୟରୁ  କରୋନା ପଜିଟିଭ ୯୪,୬୬୯ ଚିହ୍ନଟ ହୋଇଛନ୍ତି ୬୫,୩୨୩ ଜଣ ସୁସ୍ଥ ହୋଇଥିବା ବେଳେ ୨୮,୮୩୬ ଜଣ ଚିକିତ୍ସିତ ହେଉଛନ୍ତି ଏବଂ ୪୫୬ ଜଣଙ୍କର ମୃତ୍ୟୁ ଘଟିଛି ଏବଂ ଅନ୍ଯ ମୃତ୍ୟୁ ୫୩ ହୋଇଛି । ସ୍ୱାସ୍ଥ୍ୟ ପରିବାର କଲ୍ୟାଣ ବିଭାଗ ତରଫରୁ ଏହି ସୂଚନା ମିଳିଛି । ନୂତନ ଆକ୍ରାନ୍ତ ୩,୬୮୨ ଜଣଙ୍କ ମଧ୍ୟରୁ ୨,୨୪୧ କ୍ବାରେଣ୍ଟାଇନ୍ ସେଣ୍ଟର ଓ ୧,୪୪୧ ଜଣ ସ୍ଥାନୀୟ ଅଞ୍ଚଳର ବୋଲି ଜଣାପଡିଛି ।

Leave A Reply

Your email address will not be published.