ଓଡିଶାରେ ସଂକ୍ରାମିତ ସଂଖ୍ୟା ୧,୩୧,୩୮୨,ସୁସ୍ଥ ସଂଖ୍ୟା ୯୯,୩୯୮ ଓ ମୃତ ସଂଖ୍ୟା ୫୬୯ ।

0 1,252

ଭୁବନେଶ୍ଵର,ତା-୦୮/୦୯(ପିପିଟି); ଖୋର୍ଦ୍ଧା ଜିଲ୍ଲାରେ କରୋନା ପଜିଟିଭ ସଂଖ୍ୟା ୨୨,୭୧୭ ମଧ୍ୟରୁ ୧୪,୯୪୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୭୭ ଜଣଙ୍କ ମୃତ୍ୟୁ ଏବଂ ଅନ୍ଯ ମୃତ ୧୦ ହୋଇଛି । ଦ୍ୱିତୀୟ ସ୍ଥାନରେ ଗଞ୍ଜାମ ଜିଲ୍ଲାରେ କରୋନା ପଜିଟିଭ ସଂଖ୍ୟା ୧୮,୮୧୨ ମଧ୍ୟରୁ ୧୭,୮୧୮ ଜଣ ସୁସ୍ଥ ,୨୦୯ ଜଣଙ୍କ ମୃତ୍ୟୁ ଏବଂ ଅନ୍ଯ ମୃତ ୦୮ ହୋଇଛି । ନୂତନ ଆକ୍ରାନ୍ତ ୩,୪୯୦ ସହ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧,୩୧,୩୮୨ ରେ ପହଞ୍ଚିଛି । ବର୍ତ୍ତମାନ ସୁଦ୍ଧା ୨୧,୮୪,୮୪୧ ଜଣଙ୍କ ଟେଷ୍ଟ ସରିଛି । ସେଥି ମଧ୍ୟରୁ  କରୋନା ପଜିଟିଭ ୧,୩୧,୩୮୨ ଚିହ୍ନଟ ହୋଇଛନ୍ତି ୯୯,୩୯୮ ଜଣ ସୁସ୍ଥ ହୋଇଥିବା ବେଳେ ୩୧,୩୬୨ ଜଣ ଚିକିତ୍ସିତ ହେଉଛନ୍ତି ଏବଂ ୫୬୯ ଜଣଙ୍କର ମୃତ୍ୟୁ ଘଟିଛି ଏବଂ ଅନ୍ଯ ମୃତ୍ୟୁ ୫୩ ହୋଇଛି । ସ୍ୱାସ୍ଥ୍ୟ ପରିବାର କଲ୍ୟାଣ ବିଭାଗ ତରଫରୁ ଏହି ସୂଚନା ମିଳିଛି । ନୂତନ ଆକ୍ରାନ୍ତ ୩,୪୯୦ ଜଣଙ୍କ ମଧ୍ୟରୁ ୨,୦୯୪ କ୍ବାରେଣ୍ଟାଇନ୍ ସେଣ୍ଟର ଓ ୧,୩୯୬ ଜଣ ସ୍ଥାନୀୟ ଅଞ୍ଚଳର ବୋଲି ଜଣାପଡିଛି ।

Leave A Reply

Your email address will not be published.