ଓଡିଶାରେ ସଂକ୍ରାମିତ ସଂଖ୍ୟା ୧,୩୯,୧୨୧,ସୁସ୍ଥ ସଂଖ୍ୟା ୧,୦୫,୨୯୫ ଓ ମୃତ ସଂଖ୍ୟା ୫୯୧ ।

0 1,095

ଭୁବନେଶ୍ଵର,ତା-୧୦/୦୯(ପିପିଟି); ଖୋର୍ଦ୍ଧା ଜିଲ୍ଲାରେ କରୋନା ପଜିଟିଭ ସଂଖ୍ୟା ୨୪,୦୧୯ ମଧ୍ୟରୁ ୧୭,୧୧୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୮୨ ଜଣଙ୍କ ମୃତ୍ୟୁ ଏବଂ ଅନ୍ଯ ମୃତ ୧୦ ହୋଇଛି । ଦ୍ୱିତୀୟ ସ୍ଥାନରେ ଗଞ୍ଜାମ ଜିଲ୍ଲାରେ କରୋନା ପଜିଟିଭ ସଂଖ୍ୟା ୧୮,୯୭୮ ମଧ୍ୟରୁ ୧୮,୦୩୨ ଜଣ ସୁସ୍ଥ ,୨୧୪ ଜଣଙ୍କ ମୃତ୍ୟୁ ଏବଂ ଅନ୍ଯ ମୃତ ୦୮ ହୋଇଛି । ନୂତନ ଆକ୍ରାନ୍ତ ୩,୯୯୧ ସହ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧,୩୯,୧୨୧ ରେ ପହଞ୍ଚିଛି । ବର୍ତ୍ତମାନ ସୁଦ୍ଧା ୨୨,୭୩,୫୯୭ ଜଣଙ୍କ ଟେଷ୍ଟ ସରିଛି । ସେଥି ମଧ୍ୟରୁ  କରୋନା ପଜିଟିଭ ୧,୩୯,୧୨୧ ଚିହ୍ନଟ ହୋଇଛନ୍ତି ୧,୦୫,୨୯୫ ଜଣ ସୁସ୍ଥ ହୋଇଥିବା ବେଳେ ୩୩,୧୮୨ ଜଣ ଚିକିତ୍ସିତ ହେଉଛନ୍ତି ଏବଂ ୫୯୧ ଜଣଙ୍କର ମୃତ୍ୟୁ ଘଟିଛି ଏବଂ ଅନ୍ଯ ମୃତ୍ୟୁ ୫୩ ହୋଇଛି । ସ୍ୱାସ୍ଥ୍ୟ ପରିବାର କଲ୍ୟାଣ ବିଭାଗ ତରଫରୁ ଏହି ସୂଚନା ମିଳିଛି । ନୂତନ ଆକ୍ରାନ୍ତ ୩,୯୯୧ ଜଣଙ୍କ ମଧ୍ୟରୁ ୨,୩୧୫ କ୍ବାରେଣ୍ଟାଇନ୍ ସେଣ୍ଟର ଓ ୧,୬୭୬ ଜଣ ସ୍ଥାନୀୟ ଅଞ୍ଚଳର ବୋଲି ଜଣାପଡିଛି ।

Leave A Reply

Your email address will not be published.