ଓଡିଶାରେ ସଂକ୍ରାମିତ ସଂଖ୍ୟା ୧,୧୩,୪୧୧,ସୁସ୍ଥ ସଂଖ୍ୟା ୮୪,୦୭୩ ଓ ମୃତ ସଂଖ୍ୟା ୫୨୨ ।

0 1,254

ଭୁବନେଶ୍ଵର,ତା-୦୩/୦୯(ପିପିଟି); ଖୋର୍ଦ୍ଧା ଜିଲ୍ଲାରେ କରୋନା ପଜିଟିଭ ସଂଖ୍ୟା ୧୮,୮୮୧ ମଧ୍ୟରୁ ୧୧,୯୪୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୭୦ ଜଣଙ୍କ ମୃତ୍ୟୁ ଏବଂ ଅନ୍ଯ ମୃତ ୧୦ ହୋଇଛି । ଦ୍ୱିତୀୟ ସ୍ଥାନରେ ଗଞ୍ଜାମ ଜିଲ୍ଲାରେ କରୋନା ପଜିଟିଭ ସଂଖ୍ୟା ୧୮,୩୪୫ ମଧ୍ୟରୁ ୧୬,୭୯୪ ଜଣ ସୁସ୍ଥ ,୧୯୭ ଜଣଙ୍କ ମୃତ୍ୟୁ ଏବଂ ଅନ୍ଯ ମୃତ ୦୮ ହୋଇଛି । ନୂତନ ଆକ୍ରାନ୍ତ ୩,୬୩୧ ସହ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧,୧୩,୪୧୧ ରେ ପହଞ୍ଚିଛି । ବର୍ତ୍ତମାନ ସୁଦ୍ଧା ୧୯,୫୦,୫୯୧ ଜଣଙ୍କ ଟେଷ୍ଟ ସରିଛି । ସେଥି ମଧ୍ୟରୁ  କରୋନା ପଜିଟିଭ ୧,୧୩,୪୧୧ ଚିହ୍ନଟ ହୋଇଛନ୍ତି ୮୪,୦୭୩ ଜଣ ସୁସ୍ଥ ହୋଇଥିବା ବେଳେ ୨୮,୭୬୩ ଜଣ ଚିକିତ୍ସିତ ହେଉଛନ୍ତି ଏବଂ ୫୨୨ ଜଣଙ୍କର ମୃତ୍ୟୁ ଘଟିଛି ଏବଂ ଅନ୍ଯ ମୃତ୍ୟୁ ୫୩ ହୋଇଛି । ସ୍ୱାସ୍ଥ୍ୟ ପରିବାର କଲ୍ୟାଣ ବିଭାଗ ତରଫରୁ ଏହି ସୂଚନା ମିଳିଛି । ନୂତନ ଆକ୍ରାନ୍ତ ୩,୬୩୧ ଜଣଙ୍କ ମଧ୍ୟରୁ ୨,୨୧୪ କ୍ବାରେଣ୍ଟାଇନ୍ ସେଣ୍ଟର ଓ ୧,୪୧୭ ଜଣ ସ୍ଥାନୀୟ ଅଞ୍ଚଳର ବୋଲି ଜଣାପଡିଛି ।

Leave A Reply

Your email address will not be published.