ଓଡିଶାରେ ସଂକ୍ରାମିତ ସଂଖ୍ୟା ୧,୨୦,୨୨୧,ସୁସ୍ଥ ସଂଖ୍ୟା ୯୦,୩୩୧ ଓ ମୃତ ସଂଖ୍ୟା ୫୩୮ ।

0 1,101

ଭୁବନେଶ୍ଵର,ତା-୦୫/୦୯(ପିପିଟି); ଖୋର୍ଦ୍ଧା ଜିଲ୍ଲାରେ କରୋନା ପଜିଟିଭ ସଂଖ୍ୟା ୨୦,୬୧୮ ମଧ୍ୟରୁ ୧୨,୭୧୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୭୪ ଜଣଙ୍କ ମୃତ୍ୟୁ ଏବଂ ଅନ୍ଯ ମୃତ ୧୦ ହୋଇଛି । ଦ୍ୱିତୀୟ ସ୍ଥାନରେ ଗଞ୍ଜାମ ଜିଲ୍ଲାରେ କରୋନା ପଜିଟିଭ ସଂଖ୍ୟା ୧୮,୫୪୪ ମଧ୍ୟରୁ ୧୭,୩୭୪ ଜଣ ସୁସ୍ଥ ,୨୦୦ ଜଣଙ୍କ ମୃତ୍ୟୁ ଏବଂ ଅନ୍ଯ ମୃତ ୦୮ ହୋଇଛି । ନୂତନ ଆକ୍ରାନ୍ତ ୩,୫୪୪ ସହ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧,୨୦,୨୨୧ ରେ ପହଞ୍ଚିଛି । ବର୍ତ୍ତମାନ ସୁଦ୍ଧା ୨୦,୪୮,୦୦୮ ଜଣଙ୍କ ଟେଷ୍ଟ ସରିଛି । ସେଥି ମଧ୍ୟରୁ  କରୋନା ପଜିଟିଭ ୧,୨୦,୨୨୧ ଚିହ୍ନଟ ହୋଇଛନ୍ତି ୯୦,୩୩୧ ଜଣ ସୁସ୍ଥ ହୋଇଥିବା ବେଳେ ୨୯,୨୯୯ ଜଣ ଚିକିତ୍ସିତ ହେଉଛନ୍ତି ଏବଂ ୫୩୮ ଜଣଙ୍କର ମୃତ୍ୟୁ ଘଟିଛି ଏବଂ ଅନ୍ଯ ମୃତ୍ୟୁ ୫୩ ହୋଇଛି । ସ୍ୱାସ୍ଥ୍ୟ ପରିବାର କଲ୍ୟାଣ ବିଭାଗ ତରଫରୁ ଏହି ସୂଚନା ମିଳିଛି । ନୂତନ ଆକ୍ରାନ୍ତ ୩,୫୪୩ ଜଣଙ୍କ ମଧ୍ୟରୁ ୨,୧୬୧ କ୍ବାରେଣ୍ଟାଇନ୍ ସେଣ୍ଟର ଓ ୧,୩୮୨ ଜଣ ସ୍ଥାନୀୟ ଅଞ୍ଚଳର ବୋଲି ଜଣାପଡିଛି ।

Leave A Reply

Your email address will not be published.