କଟକ,ତା-୨୧/୧୨(ପିପିଟି); ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩,୨୬,୫୯୬ ରେ ପହଞ୍ଚିଦଛି, ସୁସ୍ଥ ସଂଖ୍ୟା ୩,୨୧,୬୪୭, ଚିକିତ୍ସିତ ସଂଖ୍ୟା ୩,୦୫୭, ମୃତ ସଂଖ୍ୟା ୧,୮୩୯ ଓ ଅନ୍ଯ ମୃତ ସଂଖ୍ୟା ୫୩ । ନୂତନ ଆକ୍ରାନ୍ତ ୨୨ ସହ କଟକ ଜିଲ୍ଲାରେ ଆକ୍ରାନ୍ତ ସଂଖ୍ୟା ୨୮,୫୫୦, ସୁସ୍ଥ ସଂଖ୍ୟା ୨୮,୧୫୮,ଚିକିତ୍ସିତ ସଂଖ୍ୟା ୨୫୦, ମୃତ ସଂଖ୍ୟା ୧୩୮ ଏବଂ ଅନ୍ଯ ମୃତ ସଂଖ୍ୟା ୦୪ । ରାଜ୍ୟରେ ନୂତନ ସଂକ୍ରମିତ ସଂଖ୍ୟା ୩୬୩ ହୋଇଥିବା ବେଳେ କଟକ ଜିଲ୍ଲାରେ ନୂତନ ସଂକ୍ରମିତ ସଂଖ୍ୟା ୨୨ ବୋଲି ଜଣାପଡିଛି ।