କଟକ,ତା-୨୪/୧୨(ପିପିଟି); ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩,୨୭,୫୪୨ ରେ ପହଞ୍ଚିଦଛି, ସୁସ୍ଥ ସଂଖ୍ୟା ୩,୨୨,୬୪୮, ଚିକିତ୍ସିତ ସଂଖ୍ୟା ୨,୯୯୧, ମୃତ ସଂଖ୍ୟା ୧,୮୫୦ ଓ ଅନ୍ଯ ମୃତ ସଂଖ୍ୟା ୫୩ । ନୂତନ ଆକ୍ରାନ୍ତ ୨୯ ସହ କଟକ ଜିଲ୍ଲାରେ ଆକ୍ରାନ୍ତ ସଂଖ୍ୟା ୨୮,୬୧୦, ସୁସ୍ଥ ସଂଖ୍ୟା ୨୮,୨୨୬,ଚିକିତ୍ସିତ ସଂଖ୍ୟା ୨୪୨, ମୃତ ସଂଖ୍ୟା ୧୩୮ ଏବଂ ଅନ୍ଯ ମୃତ ସଂଖ୍ୟା ୦୪ । ରାଜ୍ୟରେ ନୂତନ ସଂକ୍ରମିତ ସଂଖ୍ୟା ୨୬୩ ହୋଇଥିବା ବେଳେ କଟକ ଜିଲ୍ଲାରେ ନୂତନ ସଂକ୍ରମିତ ସଂଖ୍ୟା ୨୯ ବୋଲି ଜଣାପଡିଛି ।