କଟକ,ତା-୨୫/୧୨(ପିପିଟି); ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩,୨୭,୮୬୭ ରେ ପହଞ୍ଚିଦଛି, ସୁସ୍ଥ ସଂଖ୍ୟା ୩,୨୨,୯୭୨, ଚିକିତ୍ସିତ ସଂଖ୍ୟା ୨,୯୮୯, ମୃତ ସଂଖ୍ୟା ୧,୮୫୩ ଓ ଅନ୍ଯ ମୃତ ସଂଖ୍ୟା ୫୩ । ନୂତନ ଆକ୍ରାନ୍ତ ୧୯ ସହ କଟକ ଜିଲ୍ଲାରେ ଆକ୍ରାନ୍ତ ସଂଖ୍ୟା ୨୮,୬୨୯, ସୁସ୍ଥ ସଂଖ୍ୟା ୨୮,୨୪୬,ଚିକିତ୍ସିତ ସଂଖ୍ୟା ୨୪୧, ମୃତ ସଂଖ୍ୟା ୧୩୮ ଏବଂ ଅନ୍ଯ ମୃତ ସଂଖ୍ୟା ୦୪ । ରାଜ୍ୟରେ ନୂତନ ସଂକ୍ରମିତ ସଂଖ୍ୟା ୩୨୫ ହୋଇଥିବା ବେଳେ କଟକ ଜିଲ୍ଲାରେ ନୂତନ ସଂକ୍ରମିତ ସଂଖ୍ୟା ୧୯ ବୋଲି ଜଣାପଡିଛି ।