କଟକ,ତା-୨୬/୧୨(ପିପିଟି); ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩,୨୮,୨୦୧ ରେ ପହଞ୍ଚିଦଛି, ସୁସ୍ଥ ସଂଖ୍ୟା ୩,୨୩,୩୭୮, ଚିକିତ୍ସିତ ସଂଖ୍ୟା ୨,୯୧୩, ମୃତ ସଂଖ୍ୟା ୧,୮୫୭ ଓ ଅନ୍ଯ ମୃତ ସଂଖ୍ୟା ୫୩ । ନୂତନ ଆକ୍ରାନ୍ତ ୨୬ ସହ କଟକ ଜିଲ୍ଲାରେ ଆକ୍ରାନ୍ତ ସଂଖ୍ୟା ୨୮,୬୫୫, ସୁସ୍ଥ ସଂଖ୍ୟା ୨୮,୨୭୩,ଚିକିତ୍ସିତ ସଂଖ୍ୟା ୨୪୦, ମୃତ ସଂଖ୍ୟା ୧୩୮ ଏବଂ ଅନ୍ଯ ମୃତ ସଂଖ୍ୟା ୦୪ । ରାଜ୍ୟରେ ନୂତନ ସଂକ୍ରମିତ ସଂଖ୍ୟା ୩୩୪ ହୋଇଥିବା ବେଳେ କଟକ ଜିଲ୍ଲାରେ ନୂତନ ସଂକ୍ରମିତ ସଂଖ୍ୟା ୨୬ ବୋଲି ଜଣାପଡିଛି ।