କଟକ ଜିଲ୍ଲାରେ ନୂତନ ସଂକ୍ରମିତ ସଂଖ୍ୟା ୩୫୭ ।

0 375

କଟକ ,ତା-୨୬/୦୮(ପିପିଟି); ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୮୭,୬୦୨ ରେ ପହଞ୍ଚିଛି, ସୁସ୍ଥ ସଂଖ୍ୟା ୫୯,୪୦୭, ଚିକିତ୍ସିତ ସଂଖ୍ୟା ୨୭,୬୩୮, ମୃତ ସଂଖ୍ୟା ୪୪୧ ଓ ଅନ୍ଯ ମୃତ ସଂଖ୍ୟା ୫୩ । ନୂତନ ଆକ୍ରାନ୍ତ ୩୫୭ ସହ କଟକ ଜିଲ୍ଲାରେ ଆକ୍ରାନ୍ତ ସଂଖ୍ୟା ୬,୫୨୫, ସୁସ୍ଥ ସଂଖ୍ୟା ୩,୮୩୭,ଚିକିତ୍ସିତ ସଂଖ୍ୟା ୨,୬୫୬ ଏବଂ ମୃତ ସଂଖ୍ୟା ୨୮ । ରାଜ୍ୟରେ ନୂତନ ସଂକ୍ରମିତ ସଂଖ୍ୟା ୩,୩୭୧ ହୋଇଥିବା ବେଳେ କଟକ ଜିଲ୍ଲାରେ ନୂତନ ସଂକ୍ରମିତ ସଂଖ୍ୟା ୩୫୭ ବୋଲି ଜଣାପଡିଛି ।

Leave A Reply

Your email address will not be published.