କନ୍ଧମାଳ ଜିଲ୍ଲାରେ ନୂତନ ସଂକ୍ରମିତ ସଂଖ୍ୟା ୩୦ ।

0 244

ଫୁଲବାଣୀ ,ତା-୧୯/୦୮(ପିପିଟି); ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୬୭,୧୨୨ ରେ ପହଞ୍ଚିଛି, ସୁସ୍ଥ ସଂଖ୍ୟା ୪୫,୩୧୫, ଚିକିତ୍ସିତ ସଂଖ୍ୟା ୨୧,୩୮୨, ମୃତ ସଂଖ୍ୟା ୩୭୨ ଓ ଅନ୍ଯ ମୃତ ସଂଖ୍ୟା ୫୩ ।କନ୍ଧମାଳ ଜିଲ୍ଲାରେ ଆକ୍ରାନ୍ତ ସଂଖ୍ୟା ୧,୫୯୦, ସୁସ୍ଥ ସଂଖ୍ୟା ୧,୦୧୧,ଚିକିତ୍ସିତ ସଂଖ୍ୟା ୫୭୨ ଏବଂ ମୃତ ସଂଖ୍ୟା ୦୭ । ରାଜ୍ୟରେ ନୂତନ ସଂକ୍ରମିତ ସଂଖ୍ୟା ୨,୫୮୯ ହୋଇଥିବା ବେଳେ କନ୍ଧମାଳ ଜିଲ୍ଲାରେ ନୂତନ ସଂକ୍ରମିତ ସଂଖ୍ୟା ୩୦ ବୋଲି ଜଣାପଡିଛି ।

ରିପୋର୍ଟ- ଶିବାନନ୍ଦ ପଟ୍ଟନାୟକ

Leave A Reply

Your email address will not be published.