କନ୍ଧମାଳ ଜିଲ୍ଲାରେ ନୂତନ ସଂକ୍ରମିତ ସଂଖ୍ୟା ୮୧ ।

0 317

ଫୁଲବାଣୀ ,ତା-୨୧/୦୮(ପିପିଟି); ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୭୨,୭୧୮ ରେ ପହଞ୍ଚିଛି, ସୁସ୍ଥ ସଂଖ୍ୟା ୪୮,୫୭୭, ଚିକିତ୍ସିତ ସଂଖ୍ୟା ୨୩,୬୯୮, ମୃତ ସଂଖ୍ୟା ୩୯୦ ଓ ଅନ୍ଯ ମୃତ ସଂଖ୍ୟା ୫୩ । କନ୍ଧମାଳ ଜିଲ୍ଲାରେ ଆକ୍ରାନ୍ତ ସଂଖ୍ୟା ୧,୭୩୪, ସୁସ୍ଥ ସଂଖ୍ୟା ୧,୦୯୬,ଚିକିତ୍ସିତ ସଂଖ୍ୟା ୬୩୧ ଏବଂ ମୃତ ସଂଖ୍ୟା ୦୭ । ରାଜ୍ୟରେ ନୂତନ ସଂକ୍ରମିତ ସଂଖ୍ୟା ୨,୬୯୮ ହୋଇଥିବା ବେଳେ କନ୍ଧମାଳ ଜିଲ୍ଲାରେ ନୂତନ ସଂକ୍ରମିତ ସଂଖ୍ୟା ୮୧ ବୋଲି ଜଣାପଡିଛି । ରିପୋର୍ଟ – ଶିବାନନ୍ଦ ପଟ୍ଟନାୟକ ।

Leave A Reply

Your email address will not be published.