କନ୍ଧମାଳ ଜିଲ୍ଲାରେ ନୂତନ ସଂକ୍ରମିତ ସଂଖ୍ୟା ୪୪ ।

0 428

ଫୁଲବାଣୀ ,ତା-୨୨/୦୮(ପିପିଟି); ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୭୫,୫୩୭ ରେ ପହଞ୍ଚିଛି, ସୁସ୍ଥ ସଂଖ୍ୟା ୫୦,୫୦୪, ଚିକିତ୍ସିତ ସଂଖ୍ୟା ୨୪,୫୮୧, ମୃତ ସଂଖ୍ୟା ୩୯୯ ଓ ଅନ୍ଯ ମୃତ ସଂଖ୍ୟା ୫୩ । କନ୍ଧମାଳ ଜିଲ୍ଲାରେ ଆକ୍ରାନ୍ତ ସଂଖ୍ୟା ୧,୭୭୮, ସୁସ୍ଥ ସଂଖ୍ୟା ୧,୧୯୭,ଚିକିତ୍ସିତ ସଂଖ୍ୟା ୫୭୪ ଏବଂ ମୃତ ସଂଖ୍ୟା ୦୭ । ରାଜ୍ୟରେ ନୂତନ ସଂକ୍ରମିତ ସଂଖ୍ୟା ୨,୮୧୯ ହୋଇଥିବା ବେଳେ ଗଞ୍ଜାମ ଜିଲ୍ଲାରେ ନୂତନ ସଂକ୍ରମିତ ସଂଖ୍ୟା ୪୪ ବୋଲି ଜଣାପଡିଛି । ରିପୋର୍ଟ – ଶିବାନନ୍ଦ ପଟ୍ଟନାୟକ ।

Leave A Reply

Your email address will not be published.