କନ୍ଧମାଳ ଜିଲ୍ଲାରେ ନୂତନ ସଂକ୍ରମିତ ସଂଖ୍ୟା ୯୫ ।

0 186

ଫୁଲବାଣୀ ,ତା-୨୫/୦୮(ପିପିଟି); ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୮୪,୨୩୧ ରେ ପହଞ୍ଚିଛି, ସୁସ୍ଥ ସଂଖ୍ୟା ୫୬,୯୨୫, ଚିକିତ୍ସିତ ସଂଖ୍ୟା ୨୬,୮୨୫, ମୃତ ସଂଖ୍ୟା ୪୨୮ ଓ ଅନ୍ଯ ମୃତ ସଂଖ୍ୟା ୫୩ । ନୂତନ ଆକ୍ରାନ୍ତ ୯୫ ସହ କନ୍ଧମାଳ ଜିଲ୍ଲାରେ ଆକ୍ରାନ୍ତ ସଂଖ୍ୟା ୧,୯୬୫, ସୁସ୍ଥ ସଂଖ୍ୟା ୧,୪୭୧,ଚିକିତ୍ସିତ ସଂଖ୍ୟା ୫୪୧ ଏବଂ ମୃତ ସଂଖ୍ୟା ୦୭ । ରାଜ୍ୟରେ ନୂତନ ସଂକ୍ରମିତ ସଂଖ୍ୟା ୨,୭୫୨ ହୋଇଥିବା ବେଳେ କନ୍ଧମାଳ ଜିଲ୍ଲାରେ ନୂତନ ସଂକ୍ରମିତ ସଂଖ୍ୟା ୯୫ ବୋଲି ଜଣାପଡିଛି । ରିପୋର୍ଟ – ଶିବାନନ୍ଦ ପଟ୍ଟନାୟକ ।

Leave A Reply

Your email address will not be published.