କନ୍ଧମାଳ ଜିଲ୍ଲାରେ ନୂତନ ସଂକ୍ରମିତ ସଂଖ୍ୟା ୩୬ ।

0 288

ଫୁଲବାଣୀ ,ତା-୨୮/୦୮(ପିପିଟି); ରାଜ୍ୟରେ ଆକ୍ରାନ୍ତଙ୍କ ସଂଧଖ୍ୟା ୯୪,୬୬୮ ରେ ପହଞ୍ଚିଛି, ସୁସ୍ଥ ସଂଖ୍ୟା ୬୫,୩୨୩, ଚିକିତ୍ସିତ ସଂଖ୍ୟା ୨୮,୮୩୬, ମୃତ ସଂଖ୍ୟା ୪୫୬ ଓ ଅନ୍ଯ ମୃତ ସଂଖ୍ୟା ୫୩ । ନୂତନ ଆକ୍ରାନ୍ତ ୩୬ ସହ କନ୍ଧମାଳ ଜିଲ୍ଲାରେ ଆକ୍ରାନ୍ତ ସଂଖ୍ୟା ୨,୧୦୦, ସୁସ୍ଥ ସଂଖ୍ୟା ୧,୬୫୯,ଚିକିତ୍ସିତ ସଂଖ୍ୟା ୪୩୪ ଏବଂ ମୃତ ସଂଖ୍ୟା ୦୭ । ରାଜ୍ୟରେ ନୂତନ ସଂକ୍ରମିତ ସଂଖ୍ୟା ୩,୬୮୨ ହୋଇଥିବା ବେଳେ କନ୍ଧମାଳ ଜିଲ୍ଲାରେ ନୂତନ ସଂକ୍ରମିତ ସଂଖ୍ୟା ୩୬ ବୋଲି ଜଣାପଡିଛି । ରିପୋର୍ଟ – ଶିବାନନ୍ଦ ପଟ୍ଟନାୟକ ।

Leave A Reply

Your email address will not be published.