କନ୍ଧମାଳ ଜିଲ୍ଲାରେ ନୂତନ ସଂକ୍ରମିତ ସଂଖ୍ୟା ୨୬ ।

0 245

ଫୁଲବାଣୀ ,ତା-୨୯/୦୮(ପିପିଟି); ରାଜ୍ୟରେ ଆକ୍ରାନ୍ତଙ୍କ ସଂଧଖ୍ୟା ୯୭,୯୨୦ ରେ ପହଞ୍ଚିଛି, ସୁସ୍ଥ ସଂଖ୍ୟା ୬୭,୮୨୬, ଚିକିତ୍ସିତ ସଂଖ୍ୟା ୨୯,୫୭୧, ମୃତ ସଂଖ୍ୟା ୪୭୦ ଓ ଅନ୍ଯ ମୃତ ସଂଖ୍ୟା ୫୩ । ନୂତନ ଆକ୍ରାନ୍ତ ୨୬ ସହ କନ୍ଧମାଳ ଜିଲ୍ଲାରେ ଆକ୍ରାନ୍ତ ସଂଖ୍ୟା ୨,୧୨୬, ସୁସ୍ଥ ସଂଖ୍ୟା ୧,୭୧୧,ଚିକିତ୍ସିତ ସଂଖ୍ୟା ୪୦୮ ଏବଂ ମୃତ ସଂଖ୍ୟା ୦୭ । ରାଜ୍ୟରେ ନୂତନ ସଂକ୍ରମିତ ସଂଖ୍ୟା ୩,୨୫୨ ହୋଇଥିବା ବେଳେ କନ୍ଧମାଳ ଜିଲ୍ଲାରେ ନୂତନ ସଂକ୍ରମିତ ସଂଖ୍ୟା ୨୬ ବୋଲି ଜଣାପଡିଛି । ରିପୋର୍ଟ – ଶିବାନନ୍ଦ ପଟ୍ଟନାୟକ ।

Leave A Reply

Your email address will not be published.