ଫୁଲବାଣୀ ,ତା-୧୩/୦୯(ପିପିଟି); ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ଯା ୧,୫୦,୮୦୭ ରେ ପହଞ୍ଚିଛି, ସୁସ୍ଥ ସଂଖ୍ୟା ୧.୧୫,୨୭୯, ଚିକିତ୍ସିତ ସଂଖ୍ୟା ୩୪,୮୪୯, ମୃତ ସଂଖ୍ୟା ୬୨୬ ଓ ଅନ୍ଯ ମୃତ ସଂଖ୍ୟା ୫୩ । ନୂତନ ଆକ୍ରାନ୍ତ ୮୬ ସହ କନ୍ଧମାଳ ଜିଲ୍ଲାରେ ଆକ୍ରାନ୍ତ ସଂଖ୍ୟା ୨,୮୪୪, ସୁସ୍ଥ ସଂଖ୍ୟା ୨,୩୩୭,ଚିକିତ୍ସିତ ସଂଖ୍ୟା ୪୯୨ ଏବଂ ମୃତ ସଂଖ୍ୟା ୧୫ । ରାଜ୍ୟରେ ନୂତନ ସଂକ୍ରମିତ ସଂଖ୍ୟା ୩,୯୧୩ ହୋଇଥିବା ବେଳେ କନ୍ଧମାଳ ଜିଲ୍ଲାରେ ନୂତନ ସଂକ୍ରମିତ ସଂଖ୍ୟା ୮୬ ବୋଲି ଜଣାପଡିଛି । ରିପୋର୍ଟ – ଶିବାନନ୍ଦ ପଟ୍ଟନାୟକ