କନ୍ଧମାଳ ଜିଲ୍ଲାରେ ନୂତନ ସଂକ୍ରମିତ ସଂଖ୍ୟା ୫୦ ।

0 376

ଫୁଲବାଣୀ,୧୬/୦୮(ପିପିଟି); ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୬୦,୦୫୦ ରେ ପହଞ୍ଚିଛି, ସୁସ୍ଥ ସଂଖ୍ୟା ୪୦,୭୨୬, ଚିକିତ୍ସିତ ସଂଖ୍ୟା ୧୮,୯୨୭, ମୃତ ସଂଖ୍ୟା ୩୪୩ ଓ ଅନ୍ଯ ମୃତ ସଂଖ୍ୟା ୫୩ । କନ୍ଧମାଳ ଜିଲ୍ଲାରେ ଆକ୍ରାନ୍ତ ସଂଖ୍ୟା ୧,୩୪୯, ସୁସ୍ଥ ସଂଖ୍ୟା ୮୦୭,ଚିକିତ୍ସିତ ସଂଖ୍ୟା ୫୩୫ ଏବଂ ମୃତ ସଂଖ୍ୟା ୦୭ । ରାଜ୍ୟରେ ନୂତନ ସଂକ୍ରମିତ ସଂଖ୍ୟା ୨,୯୨୪ ହୋଇଥିବା ବେଳେ କନ୍ଧମାଳ ଜିଲ୍ଲାରେ ନୂତନ ସଂକ୍ରମିତ ସଂଖ୍ୟା ୫୦ ବୋଲି ଜଣାପଡିଛି । ରିପୋର୍ଟ – ଶିବାନନ୍ଦ ପଟ୍ଟନାୟକ ।

Leave A Reply

Your email address will not be published.