କନ୍ଧମାଳ ଜିଲ୍ଲାରେ ସଂକ୍ରମିତ ସଂଖ୍ୟା ୨୦୦୦ ପାର ।

0 361

ଫୁଲବାଣୀ ,ତା-୨୬/୦୮(ପିପିଟି); ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୮୭,୬୦୨ ରେ ପହଞ୍ଚିଛି, ସୁସ୍ଥ ସଂଖ୍ୟା ୫୯,୪୭୦, ଚିକିତ୍ସିତ ସଂଖ୍ୟା ୨୭,୬୩୮, ମୃତ ସଂଖ୍ୟା ୪୪୧ ଓ ଅନ୍ଯ ମୃତ ସଂଖ୍ୟା ୫୩ । ନୂତନ ଆକ୍ରାନ୍ତ ୪୧ ସହ କନ୍ଧମାଳ ଜିଲ୍ଲାରେ ଆକ୍ରାନ୍ତ ସଂଖ୍ୟା ୨,୦୦୬, ସୁସ୍ଥ ସଂଖ୍ୟା ୧,୫୪୪,ଚିକିତ୍ସିତ ସଂଖ୍ୟା ୪୫୫ ଏବଂ ମୃତ ସଂଖ୍ୟା ୦୭ । ରାଜ୍ୟରେ ନୂତନ ସଂକ୍ରମିତ ସଂଖ୍ୟା ୩,୩୭୧ ହୋଇଥିବା ବେଳେ କନ୍ଧମାଳ ଜିଲ୍ଲାରେ ନୂତନ ସଂକ୍ରମିତ ସଂଖ୍ୟା ୪୧ ବୋଲି ଜଣାପଡିଛି । ରିପୋର୍ଟ – ଶିବାନନ୍ଦ ପଟ୍ଟନାୟକ ।

Leave A Reply

Your email address will not be published.