ଖୋର୍ଦ୍ଧା ଜିଲ୍ଲାରେ ନୂତନ ସଂକ୍ରମିତ ସଂଖ୍ୟା ୪୪୩ ।

0 580

ଭୁବନେଶ୍ବର ,ତା-୨୨/୦୮(ପିପିଟି); ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୭୫,୫୩୭ ରେ ପହଞ୍ଚିଛି, ସୁସ୍ଥ ସଂଖ୍ୟା ୫୦,୫୦୪, ଚିକିତ୍ସିତ ସଂଖ୍ୟା ୨୪,୫୮୧, ମୃତ ସଂଖ୍ୟା ୩୯୯ ଓ ଅନ୍ଯ ମୃତ ସଂଖ୍ୟା ୫୩ । ଖୋର୍ଦ୍ଧା ଜିଲ୍ଲାରେ ଆକ୍ରାନ୍ତ ସଂଖ୍ୟା ୧୧,୨୮୮, ସୁସ୍ଥ ସଂଖ୍ୟା ୬,୨୪୧,ଚିକିତ୍ସିତ ସଂଖ୍ୟା ୪,୯୮୩ ଏବଂ ମୃତ ସଂଖ୍ୟା ୫୪ ଏବଂ ଅନ୍ୟ ମୃତ ସଂଖ୍ୟା ୧୦ । ରାଜ୍ୟରେ ନୂତନ ସଂକ୍ରମିତ ସଂଖ୍ୟା ୨,୮୧୯ ହୋଇଥିବା ବେଳେ ଖୋର୍ଦ୍ଧା ଜିଲ୍ଲାରେ ନୂତନ ସଂକ୍ରମିତ ସଂଖ୍ୟା ୪୪୩ ବୋଲି ଜଣାପଡିଛି ।

Leave A Reply

Your email address will not be published.