ଖୋର୍ଦ୍ଧା ଜିଲ୍ଲାରେ ନୂତନ ସଂକ୍ରମିତ ସଂଖ୍ୟା ୫୪୭ ।

0 540

ଭୁବନେଶ୍ବର ,ତା-୨୬/୦୮(ପିପିଟି); ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୮୭,୬୦୨ ରେ ପହଞ୍ଚିଛି, ସୁସ୍ଥ ସଂଖ୍ୟା ୫୯,୪୭୦, ଚିକିତ୍ସିତ ସଂଖ୍ୟା ୨୭,୬୩୮, ମୃତ ସଂଖ୍ୟା ୪୪୧ ଓ ଅନ୍ଯ ମୃତ ସଂଖ୍ୟା ୫୩ । ନୂତନ ଆକ୍ରାନ୍ତ ୫୪୭ ସହ ଖୋର୍ଦ୍ଧା ଜିଲ୍ଲାରେ ଆକ୍ରାନ୍ତ ସଂଖ୍ୟା ୧୩,୩୩୮, ସୁସ୍ଥ ସଂଖ୍ୟା ୭,୮୨୬,ଚିକିତ୍ସିତ ସଂଖ୍ୟା ୫,୪୪୬ ଏବଂ ମୃତ ସଂଖ୍ୟା ୫୬ ଏବଂ ଅନ୍ୟ ମୃତ ସଂଖ୍ୟା ୧୦ । ରାଜ୍ୟରେ ନୂତନ ସଂକ୍ରମିତ ସଂଖ୍ୟା ୩,୩୭୧ ହୋଇଥିବା ବେଳେ ଖୋର୍ଦ୍ଧା ଜିଲ୍ଲାରେ ନୂତନ ସଂକ୍ରମିତ ସଂଖ୍ୟା ୫୪୭ ବୋଲି ଜଣାପଡିଛି ।

Leave A Reply

Your email address will not be published.