ଖୋର୍ଦ୍ଧା ଜିଲ୍ଲାରେ ନୂତନ ସଂକ୍ରମିତ ସଂଖ୍ୟା ୭୭୫ ।

0 276

ଭୁବନେଶ୍ବର ,ତା-୨୮/୦୮(ପିପିଟି); ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୯୪,୬୬୮ ରେ ପହଞ୍ଚିଛି, ସୁସ୍ଥ ସଂଖ୍ୟା ୬୫,୩୨୩, ଚିକିତ୍ସିତ ସଂଖ୍ୟା ୨୮,୮୩୬, ମୃତ ସଂଖ୍ୟା ୪୫୬ ଓ ଅନ୍ଯ ମୃତ ସଂଖ୍ୟା ୫୩ । ନୂତନ ଆକ୍ରାନ୍ତ ୭୭୫ ସହ ଖୋର୍ଦ୍ଧା ଜିଲ୍ଲାରେ ଆକ୍ରାନ୍ତ ସଂଖ୍ୟା ୧୪,୭୦୦, ସୁସ୍ଥ ସଂଖ୍ୟା ୮,୯୯୩,ଚିକିତ୍ସିତ ସଂଖ୍ୟା ୫,୬୩୮ ଏବଂ ମୃତ ସଂଖ୍ୟା ୫୯ ଏବଂ ଅନ୍ୟ ମୃତ ସଂଖ୍ୟା ୧୦ । ରାଜ୍ୟରେ ନୂତନ ସଂକ୍ରମିତ ସଂଖ୍ୟା ୩,୬୮୨ ହୋଇଥିବା ବେଳେ ଖୋର୍ଦ୍ଧା ଜିଲ୍ଲାରେ ନୂତନ ସଂକ୍ରମିତ ସଂଖ୍ୟା ୭୭୫ ବୋଲି ଜଣାପଡିଛି ।

Leave A Reply

Your email address will not be published.