ଗଜପତି ଜିଲ୍ଲାରେ ନୂତନ ସଂକ୍ରମିତ ସଂଖ୍ୟା ୩୬ ।

0 222

ପାରଳାଖେମୁଣ୍ଡି ,ତା-୧୯/୦୮(ପିପିଟି); ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୬୭,୧୨୨ ରେ ପହଞ୍ଚିଛି, ସୁସ୍ଥ ସଂଖ୍ୟା ୪୫,୩୧୫, ଚିକିତ୍ସିତ ସଂଖ୍ୟା ୨୧,୩୮୨, ମୃତ ସଂଖ୍ୟା ୩୭୨ ଓ ଅନ୍ଯ ମୃତ ସଂଖ୍ୟା ୫୩ । ଗଜପତି ଜିଲ୍ଲାରେ ଆକ୍ରାନ୍ତ ସଂଖ୍ୟା ୨,୪୩୫, ସୁସ୍ଥ ସଂଖ୍ୟା ୧,୯୫୨,ଚିକିତ୍ସିତ ସଂଖ୍ୟା ୪୬୬ ଏବଂ ମୃତ ସଂଖ୍ୟା ୧୬ । ରାଜ୍ୟରେ ନୂତନ ସଂକ୍ରମିତ ସଂଖ୍ୟା ୨,୫୮୯ ହୋଇଥିବା ବେଳେ ଗଜପତି ଜିଲ୍ଲାରେ ନୂତନ ସଂକ୍ରମିତ ସଂଖ୍ୟା ୩୬ ବୋଲି ଜଣାପଡିଛି ।

Leave A Reply

Your email address will not be published.