ଗଜପତି ଜିଲ୍ଲାରେ ନୂତନ ସଂକ୍ରମିତ ସଂଖ୍ୟା ୬୦ ।

0 184

ପାରଳାଖେମୁଣ୍ଡି ,ତା-୨୫/୦୮(ପିପିଟି); ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୮୪,୨୩୧ ରେ ପହଞ୍ଚିଛି, ସୁସ୍ଥ ସଂଖ୍ୟା ୫୬,୯୨୫, ଚିକିତ୍ସିତ ସଂଖ୍ୟା ୨୬,୮୨୫, ମୃତ ସଂଖ୍ୟା ୪୨୮ ଓ ଅନ୍ଯ ମୃତ ସଂଖ୍ୟା ୫୩ । ନୂତନ ଆକ୍ରାନ୍ତ ୬୦ ସହ ଗଜପତି ଜିଲ୍ଲାରେ ଆକ୍ରାନ୍ତ ସଂଖ୍ୟା ୨,୭୧୪, ସୁସ୍ଥ ସଂଖ୍ୟା ୨,୩୦୦,ଚିକିତ୍ସିତ ସଂଖ୍ୟା ୩୯୫ ଏବଂ ମୃତ ସଂଖ୍ୟା ୧୮ ଏବଂ ଅନ୍ୟ ମୃତ ସଂଖ୍ୟା ୦୧ । ରାଜ୍ୟରେ ନୂତନ ସଂକ୍ରମିତ ସଂଖ୍ୟା ୨,୭୫୨ ହୋଇଥିବା ବେଳେ ଗଜପତି ଜିଲ୍ଲାରେ ନୂତନ ସଂକ୍ରମିତ ସଂଖ୍ୟା ୬୦ ବୋଲି ଜଣାପଡିଛି ।

Leave A Reply

Your email address will not be published.