ଗଞ୍ଜାମରେ କରୋନା ପଜିଟିଭ ସଂଖ୍ୟା ୪ ରେ ପହଞ୍ଚିଲା ।

0 478

ବ୍ରହ୍ମପୁର,(ପିପିଟି)୦୬/୦୫ ,ଗଞ୍ଜାମ ଜିଲ୍ଲାରେ  ଆଉ ଜଣେ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି ।ଗଞ୍ଜାମରେ କରୋନା ପଜଟିଭ୍ ସଂଖ୍ୟା ୪ରେ ପହଞ୍ଚିଛି । ଏହା ସହ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୭୭ ରେ ପହଞ୍ଚିଛି । ବର୍ତ୍ତମାନ ସୁଦ୍ଧା ୪୭୪୫୪ ଜଣଙ୍କ ଟେଷ୍ଟ ସରିଛି । ସେଥି ମଧ୍ୟରୁ  କରୋନା ପଜେଟିଭ  ୧୭୭ ଚିହ୍ନଟ ହୋଇଛନ୍ତି । ୬୦ଜଣ ସୁସ୍ଥ ହୋଇଥିବା ବେଳେ ୧୧୫ ଜଣ ଚିକିତ୍ସିତ ହେଉଛନ୍ତି ଏବଂ ଦୁଇ ଜଣଙ୍କର ମୃତ୍ୟୁ ଘଟିଛି । ସ୍ୱସ୍ଥ୍ୟ ପରିବାର କଲ୍ୟାଣ ବିଭାଗ ତରଫରୁ ଏହି ସୂଚନା ମିଳିଛି ।ଗଞ୍ଜାମ ଜିଲ୍ଲାର  ଏହି ନୂଆ ଆକ୍ରାନ୍ତ ସୁରତ ଫେରନ୍ତା ବୋଲି ଜଣାପଡିଛି ।

Leave A Reply

Your email address will not be published.