ଗଞ୍ଜାମ ଜିଲ୍ଲାରେ ନୂତନ ସଂକ୍ରମିତ ସଂଖ୍ଯା ୦୭।

0 1,122

ବ୍ରହ୍ମପୁର,ତା-୨୩/୧୨(ପିପିଟି); ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩,୨୭,୨୭୯ ରେ ପହଞ୍ଚିଛି, ସୁସ୍ଥ ସଂଖ୍ୟା ୩,୨୨,୩୪୪, ଚିକିତ୍ସିତ ସଂଖ୍ୟା ୩,୦୩୬ ମୃତ ସଂଖ୍ୟା ୧,୮୪୬ ଓ ଅନ୍ଯ ମୃତ ସଂଖ୍ୟା ୫୩ । ନୂତନ ଆକ୍ରାନ୍ତ ୦୭ ସହ ଗଞ୍ଜାମ ଜିଲ୍ଲାରେ ଆକ୍ରାନ୍ତ ସଂଖ୍ୟା ୨୧,୭୮୦, ସୁସ୍ଥ ସଂଖ୍ୟା ୨୧,୪୯୯, ଚିକିତ୍ସିତ ସଂଖ୍ୟା ୨୭ ଏବଂ ମୃତ ସଂଖ୍ୟା ୨୪୬ ଏବଂ ଅନ୍ୟ ମୃତ ସଂଖ୍ୟା ୦୮ । ରାଜ୍ୟରେ ନୂତନ ସଂକ୍ରମିତ ସଂଖ୍ୟା ୩୬୪ ହୋଇଥିବା ବେଳେ ଗଞ୍ଜାମ ଜିଲ୍ଲାରେ ନୂତନ ସଂକ୍ରମିତ ସଂଖ୍ୟା ୦୭ ବୋଲି ଜଣାପଡିଛି ।

Leave A Reply

Your email address will not be published.