ଗଞ୍ଜାମ ଜିଲ୍ଲାରେ ନୂତନ ସଂକ୍ରମିତ ସଂଖ୍ୟା ୫୮ ।

0 1,057

ବ୍ରହ୍ମପୁର ,ତା-୧୨/୦୯(ପିପିଟି); ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧,୪୬,୮୯୪ ରେ ପହଞ୍ଚିଛି, ସୁସ୍ଥ ସଂଖ୍ୟା ୧,୧୨,୦୬୨, ଚିକିତ୍ସିତ ସଂଖ୍ୟା ୩୪,୧୬୩, ମୃତ ସଂଖ୍ୟା ୬୧୬ ଓ ଅନ୍ଯ ମୃତ ସଂଖ୍ୟା ୫୩ । ନୂତନ ଆକ୍ରାନ୍ତ ୫୮ ସହ ଗଞ୍ଜାମ ଜିଲ୍ଲାରେ ଆକ୍ରାନ୍ତ ସଂଖ୍ୟା ୧୯,୧୨୫, ସୁସ୍ଥ ସଂଖ୍ୟା ୧୮,୩୬୧,ଚିକିତ୍ସିତ ସଂଖ୍ୟା ୫୪୨ ଏବଂ ମୃତ ସଂଖ୍ୟା ୨୧୪ ଏବଂ ଅନ୍ୟ ମୃତ ସଂଖ୍ୟା ୦୮ । ରାଜ୍ୟରେ ନୂତନ ସଂକ୍ରମିତ ସଂଖ୍ୟା ୩,୭୭୭ ହୋଇଥିବା ବେଳେ ଗଞ୍ଜାମ ଜିଲ୍ଲାରେ ନୂତନ ସଂକ୍ରମିତ ସଂଖ୍ୟା ୫୮ ବୋଲି ଜଣାପଡିଛି ।

Leave A Reply

Your email address will not be published.