ଗଞ୍ଜାମ ଜିଲ୍ଲାରେ ନୂତନ ସଂକ୍ରମିତ ସଂଖ୍ୟା ୮୬ ।

0 1,136

ବ୍ରହ୍ମପୁର ,ତା-୧୩/୦୯(ପିପିଟି); ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧,୫୦,୮୦୭ ରେ ପହଞ୍ଚିଛି, ସୁସ୍ଥ ସଂଖ୍ୟା ୧,୧୫,୨୭୯, ଚିକିତ୍ସିତ ସଂଖ୍ୟା ୩୪,୮୪୯, ମୃତ ସଂଖ୍ୟା ୬୨୬ ଓ ଅନ୍ଯ ମୃତ ସଂଖ୍ୟା ୫୩ । ନୂତନ ଆକ୍ରାନ୍ତ ୮୬ ସହ ଗଞ୍ଜାମ ଜିଲ୍ଲାରେ ଆକ୍ରାନ୍ତ ସଂଖ୍ୟା ୧୯,୨୧୧, ସୁସ୍ଥ ସଂଖ୍ୟା ୧୮,୪୮୭,ଚିକିତ୍ସିତ ସଂଖ୍ୟା ୫୦୧ ଏବଂ ମୃତ ସଂଖ୍ୟା ୨୧୫ ଏବଂ ଅନ୍ୟ ମୃତ ସଂଖ୍ୟା ୦୮ । ରାଜ୍ୟରେ ନୂତନ ସଂକ୍ରମିତ ସଂଖ୍ୟା ୩,୯୧୩ ହୋଇଥିବା ବେଳେ ଗଞ୍ଜାମ ଜିଲ୍ଲାରେ ନୂତନ ସଂକ୍ରମିତ ସଂଖ୍ୟା ୮୬ ବୋଲି ଜଣାପଡିଛି ।

Leave A Reply

Your email address will not be published.