ବ୍ରହ୍ମପୁର ,ତା-୧୯/୦୯(ପିପିଟି); ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧,୭୫,୫୫୦ ରେ ପହଞ୍ଚିଛି, ସୁସ୍ଥ ସଂଖ୍ୟା ୧,୩୭,୫୬୭, ଚିକିତ୍ସିତ ସଂଖ୍ୟା ୩୭,୨୩୯, ମୃତ ସଂଖ୍ୟା ୬୯୧ ଓ ଅନ୍ଯ ମୃତ ସଂଖ୍ୟା ୫୩ । ନୂତନ ଆକ୍ରାନ୍ତ ୬୫ ସହ ଗଞ୍ଜାମ ଜିଲ୍ଲାରେ ଆକ୍ରାନ୍ତ ସଂଖ୍ୟା ୧୯,୫୬୭, ସୁସ୍ଥ ସଂଖ୍ୟା ୧୯,୦୫୯,ଚିକିତ୍ସିତ ସଂଖ୍ୟା ୨୮୫ ଏବଂ ମୃତ ସଂଖ୍ୟା ୨୧୫ ଏବଂ ଅନ୍ୟ ମୃତ ସଂଖ୍ୟା ୦୮ । ରାଜ୍ୟରେ ନୂତନ ସଂକ୍ରମିତ ସଂଖ୍ୟା ୪,୨୦୯ ହୋଇଥିବା ବେଳେ ଗଞ୍ଜାମ ଜିଲ୍ଲାରେ ନୂତନ ସଂକ୍ରମିତ ସଂଖ୍ୟା ୬୫ ବୋଲି ଜଣାପଡିଛି ।