ବ୍ରହ୍ମପୁର,ତା-୨୩/୦୯(ପିପିଟି); ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧,୯୨,୫୪୮ ରେ ପହଞ୍ଚିଛି, ସୁସ୍ଥ ସଂଖ୍ୟା ୧,୫୩,୨୧୩, ଚିକିତ୍ସିତ ସଂଖ୍ୟା ୩୮,୫୪୬, ମୃତ ସଂଖ୍ୟା ୭୩୬ ଓ ଅନ୍ଯ ମୃତ ସଂଖ୍ୟା ୫୩ । ନୂତନ ଆକ୍ରାନ୍ତ ୭୧ ସହ ଗଞ୍ଜାମ ଜିଲ୍ଲାରେ ଆକ୍ରାନ୍ତ ସଂଖ୍ୟା ୧୯,୭୮୧, ସୁସ୍ଥ ସଂଖ୍ୟା ୧୯,୨୫୪,ଚିକିତ୍ସିତ ସଂଖ୍ୟା ୨୪୭ ଏବଂ ମୃତ ସଂଖ୍ୟା ୨୧୮ ଏବଂ ଅନ୍ୟ ମୃତ ସଂଖ୍ୟା ୦୮ । ରାଜ୍ୟରେ ନୂତନ ସଂକ୍ରମିତ ସଂଖ୍ୟା ୪,୨୩୭ ହୋଇଥିବା ବେଳେ ଗଞ୍ଜାମ ଜିଲ୍ଲାରେ ନୂତନ ସଂକ୍ରମିତ ସଂଖ୍ୟା ୭୧ ବୋଲି ଜଣାପଡିଛି ।