ଗଞ୍ଜାମ ଜିଲ୍ଲାର ୮୩ଟି ସ୍ମାର୍ଟ ସ୍କୁଲ ମୁଖ୍ୟମନ୍ତ୍ରୀଙ୍କ ଦ୍ବାର ଲୋକାର୍ପଣ।

0 539

ଛତ୍ରପୁର ,୧୬/୧୧(ପିପିଟି); ଛତ୍ରପୁର ଅନ୍ ସ୍ଲୋ ସରକାରୀ ଉଚ୍ଚ ବିଦ୍ୟାଳୟ ଠାରେ ଭିଡ଼ିଓ କନଫେରେନ୍ସ ମାଧ୍ୟମରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ୱାରା ଗଞ୍ଜାମ ଜିଲ୍ଲାର ୮୩ଟି ରୂପାନ୍ତରିତ ସ୍ମାର୍ଟ କ୍ଲାସ ହାଇସ୍କୁଲର ଲୋକାର୍ପଣ କରିଛନ୍ତି। ଓଡିଶା ଜଙ୍ଗଲ ପରିବେଶ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ, ବ୍ରହ୍ମପୁର ସାଂସଦ ଚନ୍ଦ୍ର ଶେଖର ସାହୁ, ଆସିକା ସାଂସଦ ପ୍ରମିଳା ବିଷୋୟୀ, ବ୍ରହ୍ମପୁର ବିଧାୟକ ବିକ୍ରମ କୁମାର ପଣ୍ଡା,ଚିକିଟି ବିଧାୟିକା ଉଷା ଦେବୀ, ପୋଲସରା ବିଧାୟକ ଶ୍ରୀକାନ୍ତ ସାହୁ, କବିସୂର୍ଯ୍ୟନଗର ବିଧାୟିକା ଲତିକା ପ୍ରଧାନ, ଆସିକା ବିଧାୟିକା ମଞ୍ଜୁଳା ସ୍ବାଇଁ, ସୋରଡା ବିଧାୟକ ପୂର୍ଣ୍ଣ ଚନ୍ଦ୍ର ସ୍ବାଇଁ, ଛତ୍ରପୁର ବିଧାୟକ ସୁବାସ ଚନ୍ଦ୍ର ବେହେରା ପ୍ରମୁଖ ଯୋଗ ଦେଇଛନ୍ତି।

Leave A Reply

Your email address will not be published.