ଜଗତସିଂହପୁର,୧୮/୧୦(ପିପିଟି); ରାଜ୍ୟ ସରକାର ଜିଲ୍ଲାପାଳ ସ୍ତରରେ ଏକ ଛୋଟ ଧରଣର ଅଦଳବଦଳ କରିଛନ୍ତି ।ଆଇଏସଏସ୍ ଅଧିକାରୀ ପାରୁଲ ପଟଓ୍ବାରିଙ୍କୁ ଜଗତସିଂହପୁର ଜିଲ୍ଲାପାଳ ନିଯୁକ୍ତ କରାଯାଇଛି । ଜଗତସିଂହପୁର ଜିଲ୍ଲାପାଳ ଥିବା ବରିଷ୍ଠ ଓଏଏସ୍ ଅଧିକାରୀ ସଂଗ୍ରାମ ମହାପାତ୍ରଙ୍କୁ ଖୋର୍ଦ୍ଧା ଜିଲ୍ଲାପାଳ ନିଯୁକ୍ତ କରାଯାଇଛି ।
(ରିପୋର୍ଟ – ସୁକାନ୍ତ କୁମାର ମହାନ୍ତି । )
Prev Post