ପୋଲସରା,୨୩/୦୬(ପିପିଟି); ପୋଲସରା ବ୍ଲକ ଅନ୍ତର୍ଗତ ହୀରାପଲ୍ଲୀ, ଉସ୍ଥାପଡା ଓ ଢ଼ଉମାଳ ଗ୍ରାମର ଶତ ପ୍ରତିଶତ ଘରୋଇ ପାନୀୟ ଜଳ ଯୋଗାଣ ପ୍ରକଳ୍ପକୁ ବିଧାୟକ ପୋଲସରା ଶ୍ରୀକାନ୍ତ ସାହୁ ଯୋଗ ଦେଇ ଭିତ୍ତି ପ୍ରସ୍ଥର ସ୍ଥାପନ ଓ ଉଦ୍ଘାଟନ କରିଛନ୍ତି ଏବଂ ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟ ବିଷୟରେ ଲୋକଙ୍କ ସହ ଆଲୋଚନା କରିଛନ୍ତି।ଜନପ୍ରତିନିଧି ଓ ଗ୍ରାମବାସୀ ଉପସ୍ଥିତ ଥିଲେ।