ପୋଲସରା ବ୍ଲକ୍ ପ୍ରତିନିଧି ମାନଙ୍କର ମୁଖ୍ୟମନ୍ତ୍ରୀ ରିଲିଫ୍ ପାଣ୍ଠି କୁ ସହାୟତା ।

0 165

ପୋଲସରା ,(ପିପିଟି ନ୍ଯୁଜ୍)୧୬/୦୪-ପୋଲସରା ପଞ୍ଚାୟତ ସମିତି କାର୍ଯ୍ୟାଳୟ ଠାରେ ପୋଲସରା ବ୍ଲକ ବିଜୁ ଜନତା ଦଳର ପ୍ରତିନିଧି ମାନେ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିକୁ ୧,୨୧,୦୦୦ ଟଙ୍କା ଓ କିଛି ବଦାନ୍ୟ ବ୍ୟକ୍ତି ୮୫,୦୦୦ ଟଙ୍କା ଆର୍ଥିକ ସହାୟତା ମାନ୍ୟବର ବିଧାୟକ ପୋଲସରା ଶ୍ରୀକାନ୍ତ ସାହୁଙ୍କ ଉପସ୍ଥିତିରେ ପ୍ରଦାନ କରିଛନ୍ତି।ପୋଲସରା ବିଡିଓ ଶମ୍ଭୁନାଥ ନନ୍ଦି ଓ ସରକାରୀ କର୍ମଚାରୀ ଓ ଜନ ପ୍ରତିନିଧି ମାନେ ଉପସ୍ଥିତ ଥିଲେ।
ରିପୋର୍ଟ – ସନ୍ତୋଷ କୁମାର ପଣ୍ଡା ।

Leave A Reply

Your email address will not be published.