ପ୍ରଧାନ ଶିକ୍ଷୟତ୍ରୀଙ୍କ ମୁଖ୍ୟମନ୍ତ୍ରୀ ରିଲିଫ୍ ପାଣ୍ଠିକୁ ୫୦ ହଜାର ଟଙ୍କା ସହାୟତା ।

0 484

ପୋଲସରା,(ପିପିଟି ନ୍ଯୁଜ୍)୦୯/୦୪-କୋଭିଡ୍-୧୯ ର ମୁକାବିଲା କରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ପୋଲସରା ସ୍ଥିତ ଲିଙ୍ଗରାଜ ବାଳିକା ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷୟତ୍ରୀଙ୍କ ସଞ୍ଜିତା ସାହୁ ୫୦ ହଜାର ଟଙ୍କା ସହାୟତା ପ୍ରଦାନ କରିଛନ୍ତି । ପ୍ରଧାନ ଶିକ୍ଷୟତ୍ରୀ ୫୦ ହଜାର ଟଙ୍କାର ଚେକ୍ ଥାନା ଅଧିକାରୀ ଜିତେନ୍ଦ୍ର ମଲ୍ଲିକ,କଳମ୍ବ ସରପଞ୍ଚ ପ୍ରଶାନ୍ତ କୁମାର ପ୍ରଧାନଙ୍କ ଉପସ୍ଥିତିରେ ସ୍ଥାନୀୟ ବିଡିଓ ଶମ୍ଭୁ ନାଥ ନନ୍ଦିଙ୍କୁ ପ୍ରଦାନ କରିଛନ୍ତି ।

Leave A Reply

Your email address will not be published.