ବାଲେଶ୍ବର ବିଧାୟକ ମଦନମୋହନ ଦତ୍ତଙ୍କ ପରଲୋକ ।

0 624

ଭୁବନେଶ୍ୱର,(ପିପିଟି)୧୭/୦୬, ବିଜେପି ବିଧାୟକ ମଦନମୋହନ ଦତ୍ତଙ୍କ ପରଲୋକ ଘଟିଛି । ଭୁବନେଶ୍ୱର ସ୍ଥିତ ଏମ୍ସ ହସ୍ପିଟାଲରେ ତାଙ୍କର ମୃତ୍ୟୁ ଘଟିଛି । ମୃତ୍ୟୁ ବେଳକୁ ତାଙ୍କୁ ୬୩ବର୍ଷ ବୟସ ହୋଇଥିଲା । ୨୦୧୯ରେ ପ୍ରଥମ ଥର ପାଇଁ ବିଜେପି ଟିକେଟରେ ସେ ବିଧାୟକ ହୋଇଥିଲେ । ଗତ ନିର୍ବାଚନରେ ୭୪୮୧୫ ଭୋଟ ପାଇ ବିଜୟୀ ହୋଇଥିଲେ ।

Leave A Reply

Your email address will not be published.