ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳନ ପାଇଁ ପ୍ରସ୍ତୁତି ବୈଠକ।

0 204

ପୋଲସରା,୦୪/୦୩(ପିପିଟି):ପୋଲସରା ଏନ୍.ଏ.ସି କୋଣାର୍କ କଲ୍ୟାଣ ମଣ୍ଡପ ଠାରେ ପୋଲସରା ନିର୍ବାଚନ ମଣ୍ଡଳୀ ସ୍ତରୀୟ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୧୦୮ତମ ଜନ୍ମ ଦିବସ ପାଳନ ଉପଲକ୍ଷେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ବିଧାୟକ ପୋଲସରା ଶ୍ରୀକାନ୍ତ ସାହୁ ଯୋଗ ଦେଇଛନ୍ତି।ପୋଲସରା ବ୍ଲକ୍, ଏନ୍.ଏ.ସି ଓ ବୁଗୁଡ଼ା ବ୍ଲକ୍,ଏନ୍.ଏ.ସି ର ସମସ୍ତ ଜନ ପ୍ରତିନିଧି ଓ ବିଜୁ ଜନତା ଦଳର ସକ୍ରୀୟ କର୍ମୀ ମାନେ ଉପସ୍ଥିତ ଥିଲେ।

Leave A Reply

Your email address will not be published.