ବିଧାୟକ କରସିଙ୍ଗ ପଞ୍ଚାୟତକୁ ଯାଇ ଲୋକଙ୍କ ସମସ୍ଯା ବୁଝିଲେ।

0 369

ବୁଗୁଡା,୦୭/୦୮(ପିପିଟି); ବୁଗୁଡା ବ୍ଲକ ଅନ୍ତର୍ଗତ କରସିଙ୍ଗି ଗ୍ରାମ ପଞ୍ଚାୟତ କାର୍ଯ୍ୟଳୟକୁ ବିଧାୟକ ଶ୍ରୀକାନ୍ତ ସାହୁ ଯାଇ ଲୋକମାନଙ୍କ ସମସ୍ୟା ବୁଝିବା ସହ ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟ ବିଷୟରେ ଲୋକଙ୍କ ସହ ଆଲୋଚନା କରିଛନ୍ତି।ସହକାରୀ ନିର୍ବାହୀ ଯନ୍ତ୍ରୀ,କନିଷ୍ଠ ଯନ୍ତ୍ରୀ, ସରପଞ୍ଚ,ସମିତି ସଭ୍ୟ ଓ ଗ୍ରାମବାସୀ ଉପସ୍ଥିତ ଥିଲେ।

Leave A Reply

Your email address will not be published.