ବିରଞ୍ଚିପୁର ଠାରେ “ଆମ ଓଡ଼ିଶା ନବୀନ ଓଡିଶା” କାର୍ଯ୍ୟକ୍ରମ ଅନୁଷ୍ଠିତ।

0 214

ବୁଗୁଡା,୧୦/୦୨(ପିପିଟି):ବୁଗୁଡ଼ା ବ୍ଲକ୍ ଅନ୍ତର୍ଗତ ବିରଞ୍ଚିପୁର ଗ୍ରାମ ଠାରେ ” ଆମ ଓଡ଼ିଶା ନବୀନ ଓଡ଼ିଶା ” ପଞ୍ଚାୟତ ସ୍ତରୀୟ ସଚେତନତା ଶିବିର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ବିଧାୟକ ପୋଲସରା ଶ୍ରୀକାନ୍ତ ସାହୁ ସଚେତନତା ଶିବିର କାର୍ଯ୍ୟକ୍ରମ ରେ ଯୋଗ ଦେଇଛନ୍ତି।ଜନ ପ୍ରତିନିଧି ଓ ଜନସାଧାରଣ ଉପସ୍ଥିତ ଥିଲେ।

Leave A Reply

Your email address will not be published.