ଭାରସାମ୍ୟ ହରାଇ ଶଙ୍ଖ ତଳକୁ ଖସିଲା ମୋଟର ସାଇକଲ : ଚାଳକ ମୃତ୍ୟୁ ।

0 256

କନ୍ଧମାଳ,୧୫/୦୯(ପିପିଟି): କନ୍ଧମାଳ ଜିଲ୍ଲା ଫୁଲବାଣୀ ସଦର ଥାନା ଅନ୍ତର୍ଗତ ସୁଦ୍ରୁକୁମ୍ପା ଗ୍ରାମ ଠାରେ ଏକ ଟିଭିଏସ ଆପାଚେ ମୋଟର ସାଇକେଲ ଭାରସାମ୍ୟ ହରାଇ ଶଙ୍ଖ ତଳକୁ ଖସି ଯାଇଛି। ଦୁର୍ଘଟଣାରେ ବାଇକ୍ ଚାଳକଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ଚାଳକଙ୍କ ପରିଚୟ ମିଳିପାରିନାହିଁ । ଘଟଣା ସ୍ଥଳରେ ଫୁଲବାଣୀ ସଦର ଥାନା ଅଧିକାରୀ ପ୍ରଶାନ୍ତ କୁମାର ବେହେରା ପହଞ୍ଚି ତଦନ୍ତ ଅବ୍ୟାହତ ଥିବା କହିଛନ୍ତି ।

(ରିପୋର୍ଟ:-ସୁଶାନ୍ତ କୁମାର ପାଣିଗ୍ରାହୀ ।)

Leave A Reply

Your email address will not be published.