ଭୂମିହୀନ ଲୋକଙ୍କୁ ଜମି ପଟ୍ଟା ପ୍ରଦାନ ।

0 331

ଯାଜପୁର,୧୫/୦୮(ପିପିଟି); ଯାଜପୁର ଜିଲ୍ଲା ଧର୍ମଶାଳା ତହସିଲରେ ସ୍ୱାଧୀନତା ଦିବସ ପାଳନ ଅବସରରେ ବିଧାୟକ ପ୍ରଣବ କୁମାର ବଲବନ୍ତରାୟ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଭୂମିହୀନ ଲୋକଙ୍କୁ ଜମି ପଟ୍ଟା ପ୍ରଦାନ କରିଛନ୍ତି । ଅନ୍ୟମାନଙ୍କ ମଧ୍ୟରେ ତହସିଲଦାର ସରୋଜ କୁମାର ପଣ୍ଡା, ବ୍ଲକ ଅଧକ୍ଷ ପ୍ରଭାତ କୁମାର ବଲବନ୍ତରାୟ , ଅତିରିକ୍ତ ତହସିଲଦାର ଦେବୀପ୍ରସାଦ ମହାନ୍ତି, ଶୀତଳ ଅଗ୍ରୱାଲ ଓ ଅନ୍ୟ ମାନେ ଉପସ୍ଥିତ ଥିଲେ।

Leave A Reply

Your email address will not be published.