ମହୁଲପଲ୍ଲୀ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ ଅନୁଷ୍ଠିତ।

0 247

ବୁଗୁଡା,୧୨/୦୨(ପିପିଟି):ବୁଗୁଡ଼ା ବ୍ଲକ୍ ଅନ୍ତର୍ଗତ ମହୁଲପଲ୍ଲୀ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବରେ ବିଧାୟକ ପୋଲସରା ଶ୍ରୀକାନ୍ତ ସାହୁ ମୁଖ୍ୟ ଅତିଥି ଭାବେ ଯୋଗ ଦେବା ସହ ଶିକ୍ଷା ଓ କ୍ରୀଡ଼ା କ୍ଷେତ୍ରରେ କୃତିତ୍ୱ ଅର୍ଜନ କରିଥିବା ଛାତ୍ର ଛାତ୍ରୀ ମାନଙ୍କୁ ପୁରସ୍କୃତ କରିଛନ୍ତି।ବୁଗୁଡ଼ା ବ୍ଲକ ଶିକ୍ଷା ଅଧିକାରୀ ଓ ଶିକ୍ଷକ ଶିକ୍ଷୟିତ୍ରୀ ଉପସ୍ଥିତ ଥିଲେ।

Leave A Reply

Your email address will not be published.