ମାଲକାନଗିରି ଜିଲ୍ଲାରେ ନୂତନ ସଂକ୍ରମିତ ସଂଖ୍ୟା ୨୮ ।

0 235

ମାଲକାନଗିରି ,ତା-୧୭/୦୯(ପିପିଟି); ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧,୬୭,୧୬୧ ରେ ପହଞ୍ଚିଛି, ସୁସ୍ଥ ସଂଖ୍ୟା ୧,୨୯,୮୫୯, ଚିକିତ୍ସିତ ସଂଖ୍ୟା ୩୬,୫୮୦, ମୃତ ସଂଖ୍ୟା ୬୬୯ ଓ ଅନ୍ଯ ମୃତ ସଂଖ୍ୟା ୫୩ । ନୂତନ ଆକ୍ରାନ୍ତ ୨୮ ସହ ମାଲକାନଗିରି ଜିଲ୍ଲାରେ ଆକ୍ରାନ୍ତ ସଂଖ୍ୟା ୨,୯୩୫, ସୁସ୍ଥ ସଂଖ୍ୟା ୨,୫୯୩,ଚିକିତ୍ସିତ ସଂଖ୍ୟା ୩୩୧ ଏବଂ ମୃତ ସଂଖ୍ୟା ୦୮ । ରାଜ୍ୟରେ ନୂତନ ସଂକ୍ରମିତ ସଂଖ୍ୟା ୪,୨୪୧ ହୋଇଥିବା ବେଳେ ରାୟଗଡା ଜିଲ୍ଲାରେ ନୂତନ ସଂକ୍ରମିତ ସଂଖ୍ୟା ୨୮ ବୋଲି ଜଣାପଡିଛି । (ରିପୋର୍ଟ – ବରିଷ୍ଠ ସାମ୍ବାଦିକ କେଶବ ଚନ୍ଦ୍ର ନାୟକ ।)

Leave A Reply

Your email address will not be published.