ମାଲକାନଗିରି,ତା-୨୧/୦୯(ପିପିଟି); ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧,୮୪,୧୨୨ ରେ ପହଞ୍ଚିଛି, ସୁସ୍ଥ ସଂଖ୍ୟା ୧,୪୫,୬୭୫, ଚିକିତ୍ସିତ ସଂଖ୍ୟା ୩୭,୬୮୪, ମୃତ ସଂଖ୍ୟା ୭୧୦ ଓ ଅନ୍ଯ ମୃତ ସଂଖ୍ୟା ୫୩ । ନୂତନ ଆକ୍ରାନ୍ତ ୬୯ ସହ ମାଲକାନଗିରି ଜିଲ୍ଲାରେ ଆକ୍ରାନ୍ତ ସଂଖ୍ୟା ୩,୧୮୩, ସୁସ୍ଥ ସଂଖ୍ୟା ୨,୭୪୧,ଚିକିତ୍ସିତ ସଂଖ୍ୟା ୪୩୧ ଏବଂ ମୃତ ସଂଖ୍ୟା ୦୮ । ରାଜ୍ୟରେ ନୂତନ ସଂକ୍ରମିତ ସଂଖ୍ୟା ୪,୨୪୨ ହୋଇଥିବା ବେଳେ ମାଲକାନଗିରି ଜିଲ୍ଲାରେ ନୂତନ ସଂକ୍ରମିତ ସଂଖ୍ୟା ୬୯ ବୋଲି ଜଣାପଡିଛି । (ରିପୋର୍ଟ – ବରିଷ୍ଠ ସାମ୍ବାଦିକ କେଶବ ଚନ୍ଦ୍ର ନାୟକ ।)