ମାଲକାନଗିରି,ତା-୨୨/୦୯(ପିପିଟି); ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧,୮୮,୩୧୧ ରେ ପହଞ୍ଚିଛି, ସୁସ୍ଥ ସଂଖ୍ୟା ୧,୪୯,୩୭୯, ଚିକିତ୍ସିତ ସଂଖ୍ୟା ୩୮,୧୫୮, ମୃତ ସଂଖ୍ୟା ୭୨୧ ଓ ଅନ୍ଯ ମୃତ ସଂଖ୍ୟା ୫୩ । ନୂତନ ଆକ୍ରାନ୍ତ ୭୨ ସହ ମାଲକାନଗିରି ଜିଲ୍ଲାରେ ଆକ୍ରାନ୍ତ ସଂଖ୍ୟା ୩,୨୫୫, ସୁସ୍ଥ ସଂଖ୍ୟା ୨,୭୬୮,ଚିକିତ୍ସିତ ସଂଖ୍ୟା ୪୭୪ ଏବଂ ମୃତ ସଂଖ୍ୟା ୦୮ । ରାଜ୍ୟରେ ନୂତନ ସଂକ୍ରମିତ ସଂଖ୍ୟା ୪,୧୮୯ ହୋଇଥିବା ବେଳେ ମାଲକାନଗିରି ଜିଲ୍ଲାରେ ନୂତନ ସଂକ୍ରମିତ ସଂଖ୍ୟା ୭୨ ବୋଲି ଜଣାପଡିଛି । (ରିପୋର୍ଟ – ବରିଷ୍ଠ ସାମ୍ବାଦିକ କେଶବ ଚନ୍ଦ୍ର ନାୟକ ।)