ମୁଖ୍ୟମନ୍ତ୍ରୀଙ୍କ ଘୋଷଣା;କରୋନାରେ ସାମ୍ବାଦିକଙ୍କ ମୃତ୍ୟୁ ହେଲେ ୧୫ ଲକ୍ଷ ଟଙ୍କାର ଅନୁକମ୍ପା ସହାୟତା ।

0 1,120

ଭୁବନେଶ୍ବର,୨୭/୦୪-କରୋନା ଯୋଗୁଁ ସାରା ବିଶ୍ବରେ ଏକ ବିରାଟ ସ୍ବାସ୍ଥ୍ୟ ସମସ୍ଯା ଦେଖା ଦେଇଛି ।ଏହି ପରିପ୍ରେକ୍ଷୀରେ କରୋନା ଭାଇରସ୍ ସଂପର୍କରେ ଜନସଚେତନତା ସୃଷ୍ଟି କରିବା ସହ ଏଭଳି କଠିନ ପରିସ୍ଥିତିରେ ମଧ୍ୟ ସାମ୍ବାଦିକକ ମାନେ ନିଷ୍ଠାର ସହିତ ସେମାନଙ୍କ ଦାୟିତ୍ୱ ନିର୍ବାହ କରି ଚାଲିଛନ୍ତି ।ତେଣୁ କାର୍ଯ୍ୟରତ ସାମ୍ବାଦିକମାନେ ଯଦି କରୋନା ଆକ୍ରାନ୍ତ ହୋଇ ମୃତ୍ୟୁବରଣ କରନ୍ତି,ତେବେ ସେ କ୍ଷେତ୍ରରେ ସେମାନଙ୍କ ପରିବାରକୁ ୧୫ ଲକ୍ଷ ଟଙ୍କାର ଅନୁକମ୍ପା ମୂଳକ ସହାୟତା ପ୍ରଦାନ କରାଯିବ ବୋଲି ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି ।

Leave A Reply

Your email address will not be published.