ମୃତକଙ୍କ ପରିବାରକୁ ଭେଟି ସମବେଦନା ଜଣାଇଲେ ପୂର୍ବତନ ମନ୍ତ୍ରୀ ।

0 71

ପୋଲସରା,୦୬/୦୨(ପିପିଟି):ପୋଲସରା ଏନ.ଏ.ସି ୱାର୍ଡ଼ ନଂ – ୧୭ ତୋଟା ସାହିର ବୁଢ଼ା ନାହାକ (ବୟସ – ୫୦) ଆକସ୍ମିକ ମୃତ୍ୟୁ ବରଣ କରିଥିବା ଖବର ପାଇ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ମୃତକଙ୍କ ବାସଭବନକୁ ଯାଇ ଶୋକ ସନ୍ତପ୍ତ ପରିବାରକୁ ଭେଟି ସମବେଦନା ଜଣାଇବା ସହ ଆର୍ଥିକ ସହାୟତା ପ୍ରଦାନ କରିଛନ୍ତି ।

Leave A Reply

Your email address will not be published.