ମୃତକଙ୍କ ପରିବାରକୁ ଭେଟି ସମବେଦନା ଜଣାଇଲେ ପୂର୍ବତନ ମନ୍ତ୍ରୀ ।

0 216

ପୋଲସରା,୧୭/୧୧(ପିପିଟି):ପୋଲସରା ବ୍ଲକ୍ ଖଣ୍ଡୁରୁ ପଞ୍ଚାୟତ ଚଢ଼ିଆପଡ଼ା ଗ୍ରାମର ସୁବଳ ପ୍ରଧାନ (ବୟସ – ୪୨) ବେଙ୍ଗଲୋର୍ ଠାରେ ଶ୍ରମିକ ଭାବେ କାର୍ଯ୍ୟ କରୁଥିବା ସମୟରେ ଆକସ୍ମିକ ମୃତ୍ୟୁ ବରଣ କରିଛନ୍ତି। ଖବର ପାଇ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ମୃତକଙ୍କ ବାସଭବନ କୁ ଯାଇ ଶୋକ ସନ୍ତପ୍ତ ପରିବାରକୁ ଭେଟି ସମବେଦନା ଜଣାଇବା ସହ ଆର୍ଥିକ ସହାୟତା ପ୍ରଦାନ କରିଛନ୍ତି।

Leave A Reply

Your email address will not be published.